ଦାଦାବଟି ନଦେବାରୁ ବୋମାମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 26, 2018

ଦାଦାବଟି ନଦେବାରୁ ବୋମାମାଡ଼

bomb-90

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀରେ ବୋମାମାଡ଼ ହୋଇଛି। ଦାଦାବଟି ଆଦାୟକୁ ନେଇ ସହରରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି।puri-89

ଦାଦାବଟି ନଦେବାରୁ ଗୁଣ୍ଡିଚା ମନ୍ଦିର ପାଖରେ ଏକ ଦୋକାନ ଉପରେ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ତନାଘନା ଆରମ୍ଭ କରିଛି।



from Odisha Reporter https://ift.tt/2DMPaZD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages