ଅପରାଜିତାଙ୍କୁ ଶୁଭେଚ୍ଛା ଜଣାଇଲେ ବୈଜୟନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 27, 2018

ଅପରାଜିତାଙ୍କୁ ଶୁଭେଚ୍ଛା ଜଣାଇଲେ ବୈଜୟନ୍ତ

jay--233

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ IAS ଅଧିକାରୀ ଅପରାଜିତା ଷଡଙ୍ଗୀ ବିଜେପିରେ ଯୋଗ ଦେବା ପରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରରେ ଲେଖିଛନ୍ତି- ଜଣେ  କର୍ତ୍ତବ୍ୟନିଷ୍ଠ ଏବଂ ସଚ୍ଚୋଟ ପ୍ରଶାସନିକ ଅଧିକାରୀ ଭାବେ ସେ ଓଡ଼ିଶାରେ କାର୍ଯ୍ୟ କରିଛନ୍ତି। ଅପରାଜିତାଙ୍କ ବିଜେପିରେ ଯୋଗଦାନ ଅମଲାତନ୍ତ୍ର ପାଇଁ କ୍ଷତି ହୋଇଥିଲେ ବି ଭାରତୀୟ ରାଜନୀତି ପାଇଁ ଲାଭ ଦାୟକ।Jay-Panda-12

ସୂଚନାଯୋଗ୍ୟ, ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆନୁଷ୍ଠାନିକ ଭାବେ ଆଜି ଅପରାଜିତା ବିଜେପିରେ ଯୋଗ ଦେଇଛନ୍ତି। ଏହି ସମୟରେ ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଉପସ୍ଥିତ ଥିଲେ।



from Odisha Reporter https://ift.tt/2FKIrSE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages