ରାସ୍ତା ମଝିରେ ଓଲଟି ପଡ଼ିଲା ମିନିଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 15, 2018

ରାସ୍ତା ମଝିରେ ଓଲଟି ପଡ଼ିଲା ମିନିଟ୍ରକ୍‌

bonai

ସୁନ୍ଦରଗଡ଼ (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ବଣାଇର ଭାଲୁଡୁଙ୍ଗରୀ ନିକଟରେ ଏକ ମିନି ଟ୍ରକ ରାସ୍ତା ମଝିରେ ଓଲଟି ପଡ଼ିବାରୁ ୧୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବଣାଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ କୋଇଡ଼ାରେ କାର୍ଯ୍ୟକ୍ରମ ସାରି ୩୦ ଜଣ ଲୋକ ଏକ ମିନିଟ୍ରକରେ ଗୁରୁଣ୍ଡିଆ ତୁମେରମୁଣ୍ଡାକୁ ଫେରୁଥିଲେ। ରାସ୍ତାରେ ଟ୍ରକର ପଛ ଚକ ଫାଟିଯିବାରୁ ଭାରସାମ୍ୟ ହରାଇ ଏହା ଓଲଟି ପଡ଼ିଥିଲା।



from Odisha Reporter https://ift.tt/2PvEqWB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages