
ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲା ଚମ୍ପାକାରି ନିକଟରେ ଏକ ପିକ୍ଅପ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଶ୍ରମିକଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଶ୍ରମିକମାନେ ବିଦ୍ୟୁତ୍ ମରାମତି କରିବାକୁ ଯାଉଥିଲା। ଏହି ସମୟରେ ଦୁର୍ଘଟଣା ଘଟିଥିଲା।
from Odisha Reporter https://ift.tt/2zA0LHZ
No comments:
Post a Comment