ଜୋରଦାର ବିରୋଧ ପରେ ବଦଳିଲା ମଦ ବିକ୍ରି ସମୟ ନିଷ୍ପତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 25, 2018

ଜୋରଦାର ବିରୋଧ ପରେ ବଦଳିଲା ମଦ ବିକ୍ରି ସମୟ ନିଷ୍ପତ୍ତି

shashi

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଦଳିଲା ମଦ ବିକ୍ରି ନିଷ୍ପତ୍ତି। ହକି ବିଶ୍ୱକପ୍ ସମୟରେ ମଦ ବିକ୍ରି ସମୟ ନିର୍ଘଣ୍ଟ ନିଷ୍ପତ୍ତିକୁ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରା ଏହି ସୂଚନା ଦେଇଛନ୍ତି।

ଜୋରଦାର ବିରୋଧ ପରେ ସରକାର ନିଷ୍ପତ୍ତି ବଦଳାଇଛନ୍ତି।

ଅବକାରୀ ମନ୍ତ୍ରୀ କହିଛନ୍ତି,“ ଅନ୍ ସପ୍‌ରେ ରାତି ୧.୩୦ ଯାଏ ମଦ ବିକ୍ରି ନିଷ୍ପତ୍ତି ଅନିଚ୍ଛାକୃତ ତ୍ରୁଟିଥିଲା। ରାତି ୧.୩୦ ଯାଏ କେବଳ ବାର୍ ଓ ରେଷ୍ଟୁରାଣ୍ଟରେ ମଦ ବିକ୍ରି ହେବ। ରାତି ୧.୩୦ ଯାଏ ଅନ୍ ସପ୍‌ରେ ମଦ ବିକ୍ରି ହେବନି।”

ରାତି ଦେଢ଼ଟା ଯାଏ ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ବିରୋଧ କରି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ପକ୍ଷରୁ ଆଜି ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ସରକାରୀ ବାସଭବନ ଘେରାଉ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ସରକାରଙ୍କ ମଦ ରାଜସ୍ୱ ପ୍ରୀତି: ବଢ଼ାଇଲେ ବିକ୍ରି ସମୟ



from Odisha Reporter https://ift.tt/2AlJin6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages