ଲୁଟି ନେଲେ ୬୦ ଲକ୍ଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 8, 2018

ଲୁଟି ନେଲେ ୬୦ ଲକ୍ଷ

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ରିଭଲଭର୍ ଦେଖାଇ ୬୦ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗେଡ଼ଇାପଲୀ ନିକଟରେ ଏକ ଘରୋଇ ସଂସ୍ଥା କର୍ମଚାରୀଙ୍କଠାରୁ ଏହି ଟଙ୍କା ଲୁଟ୍ ହୋଇଛି।

ଏ ନେଇ ବେଗୁନିଆ ଥାନାରେ ଅଭିଯୋଗ ହୋଇଛି ।

୪ ଜଣ ଦୁର୍ବୃତ୍ତ ବାଇକରେ ଆସି ମଝି ରାସ୍ତାରେ ଟଙ୍କା ନେଇ ଯାଉଥିବା କାରକୁ ଅଟକାଇଥିଲେ । କାରରେ ଥିବା ଏକ ଅର୍ଥଲଗାଣକାରୀ ସଂସ୍ଥାର କର୍ମଚାରୀଙ୍କୁ ଦୁର୍ବତ୍ତମାନେ ରିଭଲଭର ଦେଖାଇଥିଲେ। ପରେ ଟଙ୍କା ଲୁଟି ନେଇଥିଲେ। ପୁଲିସ୍‌ ଅଭିଯୋଗକାରୀଙ୍କ ଏତଲା ଆଧାରରେ ତଦନ୍ତ ଆରମ୍ଭ କରିଛି । ଖୋର୍ଦ୍ଧା ଏସ୍‌ପି ମଧ୍ୟ

ବେଗୁନିଆ ଥାନାକୁ ଯାଇ ଛାନଭିନ୍ ଆରମ୍ଭ କରିଛନ୍ତି ।



from Odisha Reporter https://ift.tt/2z7Qh3h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages