ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ଚରଣ ପରିଡ଼ାଙ୍କର ଆଜି ପରଲୋକ ହୋଇଯାଇଛି। ୭୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ପରଲୋକ ହୋଇଛି। ସେ ଦୀର୍ଘ ଦିନ ହେବ କ୍ୟାନ୍ସରରେ ପୀଡ଼ିତ ଥିଲେ।
from Odisha Reporter https://ift.tt/2DTUGuH
ସମସ୍ତଙ୍କର ନଜର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ଚରଣ ପରିଡ଼ାଙ୍କର ଆଜି ପରଲୋକ ହୋଇଯାଇଛି। ୭୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ପରଲୋକ ହୋଇଛି। ସେ ଦୀର୍ଘ ଦିନ ହେବ କ୍ୟାନ୍ସରରେ ପୀଡ଼ିତ ଥିଲେ।
About Unknown
ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...
Hello, my name is Jack Sparrow. I'm a 50 year old self-employed Pirate from the Caribbean.
Learn More →
No comments:
Post a Comment