ମା’ ଆଗରେ ବୁଡ଼ିଗଲେ ଭାଇଭଉଣୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 7, 2018

ମା’ ଆଗରେ ବୁଡ଼ିଗଲେ ଭାଇଭଉଣୀ

801

ମୋହନା (ଓଡ଼ିଶା ରିପୋର୍ଟର): ଭାଇଭଉଣୀଙ୍କ ସଲିଳ ସମାଧି। ମାଆ ସହ ନଦୀରେ ଗାଧୋଉଥିବା ବେଳେ ବୁଡ଼ିଗଲେ ଏହି ଭାଇଭଉଣୀ।

ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନାରେ। ଆଜି ସକାଳୁ ସକାଳୁ ଏମିତି ଦୁଃଖଦ ଖବର ଆସିଛି।

ମୃତ ଭାଇଭଉଣୀ ହେଲେ ସୌମ୍ୟା ସୁଆଲସିଂ (୬) ଓ ବିଷ୍ଣୁ ସୁଆଲସିଂ (୩)।

ମା’ସହିତ ଏ ଦୁହେଁ ଦୋମୁହାଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଦୁଇ ଛୁଆଙ୍କୁ ଉଦ୍ଧାର କରି ମହିଳା ଜଣଙ୍କ ମୋହନା ଡାକ୍ତରଖାନାକୁ ଆଣିଥିଲେ। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ପୁଲିସ୍ ମୃତଦେହ ଜବତ କରି ତଦନ୍ତ କରୁଛି।



from Odisha Reporter https://ift.tt/2z1dbJg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages