୨୯ ନଭେମ୍ୱର, ଗୁରୁବାର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 28, 2018

୨୯ ନଭେମ୍ୱର, ଗୁରୁବାର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ

Rasi-Fala-

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱଦ୍ୱୀଙ୍କ ଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ବ୍ୟବସାୟରେ ଲାଭ ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ନରୁ ଚିନ୍ତିତ ରହିବେ।

 ତୁଳା: ଦିନଟି ଭଲରେ କଟିବ।  ଉଚ୍ଚ ଅଧିକାରୀଙ୍କଠାରୁ ସହଯୋଗ ପାଇବେ। ପଦୋନ୍ନତିର ଯୋଗ ରହିଛି।

 ବିଚ୍ଛା: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ବିଦେଶ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ।

 ଧନୁ: ଅଧିକ ପରିଶ୍ରମ କରିବେ। ଅସୁସ୍ଥ ଅନୁଭବ କରିବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

 ମକର: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

 କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

ମୀନ: ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।



from Odisha Reporter https://ift.tt/2RlTdjN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages