ଆଜି ରାଜ୍ୟ କ୍ୟାବିନେଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 1, 2018

ଆଜି ରାଜ୍ୟ କ୍ୟାବିନେଟ୍‌

65

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ୫ଟା ୪୫ମିନିଟରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ବସିବାକୁ ଥିବା ଏହି ବୈଠକରେ ଏଜେଣ୍ଡା ସମ୍ପର୍କରେ ମନ୍ତ୍ରୀମାନଙ୍କୁ ଆନୁଷ୍ଠାନିକ ଭାବେ ଅବଗତ କରାଯାଇନଥିବା ଜଣାପଡ଼ିଛି। ତେବେ ଆଜି କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।



from Odisha Reporter https://ift.tt/2Rs0fD9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages