ବେକାରୀ ସମସ୍ୟା ନେଇ ରାଜ୍ୟ ବ୍ୟାପି ବିଜେପିର ବିକ୍ଷୋଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 5, 2018

ବେକାରୀ ସମସ୍ୟା ନେଇ ରାଜ୍ୟ ବ୍ୟାପି ବିଜେପିର ବିକ୍ଷୋଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ ବଢୁଥିବା ବେକାରୀ ସମସ୍ୟାକୁ ନେଇ ଆଜି ସବୁ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଆଗରେ ଧାରଣା ଦେଇଛି ବିଜେପି। ଏହି ଅବସରରେ ଭୁବନେଶ୍ୱରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ରାଲି ଦଳୀୟ କାର୍ଯ୍ୟାଳୟରୁ ବାହାରି ସତ୍ୟନଗରସ୍ଥିତ ତୋଷାଳୀ ଭବନରେ ଥିବା ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ଅଫିସ୍ ଅଭିମୁଖେ ଯାଇଥିଲା।

ତେବେ ଅଫିସ୍‌ରେ ପହଞ୍ଚିବା ବେଳେ ଏଠାରେ ପୂର୍ବରୁ ତାଲା ପଡିଥିବା ଦେଖାଯାଇଥିଲା। ବିଜେପି ଯୁବମୋର୍ଚ୍ଚା କର୍ମୀମାନେ ସରକାର ବିରୋଧୀ ସ୍ଲୋଗାନ ଦେଇ ଅଫିସ୍ ବୋର୍ଡରେ କଳା ବୋଳିଥିଲେ।



from Odisha Reporter https://ift.tt/2OrwRei

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages