କଂଗ୍ରେସରେ ମିଶିଲେ ଶତାଧିକ କର୍ମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 20, 2018

କଂଗ୍ରେସରେ ମିଶିଲେ ଶତାଧିକ କର୍ମୀ

ଜଳେଶ୍ୱର (ଅଜିତ ଦାସ): ଆଜି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକର ନାଇକୁଡି ପଞ୍ଚାୟତରେ କଂଗ୍ରେସର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ନାଇକୁଡ଼, ଇଡଦା, କଇନଗରୀ ଓ ସାହାଡା ପଞ୍ଚାୟତର ଶତାଧିକ କର୍ମୀ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି।

ମହିଳା କଂଗ୍ରେସ ସଭାପତି ସୁମିତ୍ରା ଜେନା, ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ, ଶରତ ରାଜ ଓ ସତ୍ୟଶିବ ଦାସ ପ୍ରମୁଖ ଯୋଗଦେଇ କର୍ମୀଙ୍କୁ ସ୍ୱାଗତ କରିଛନ୍ତି। ଆଗାମୀ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ଓଡ଼ିଶାରୁ ଦୁର୍ନୀତି ଓ ଗରିବୀ ହଟିବ ବୋଲି ମିଶ୍ରଣ ପର୍ବରେ ସାମିଲ ହୋଇଥିବା ଅତିଥିମାନେ କହିଛନ୍ତି।



from Odisha Reporter https://ift.tt/2zirs4u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages