
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନଭେମ୍ବର ୧୬ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ। ଏହା ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏଥର ଶୀତ ଅଧିବେଶନରେ ୨୩ଟି କାର୍ଯ୍ୟ ଦିବସ ରହିଛି।
ଏହି ଅଧିବେଶନ ବେଶ୍ ସରଗରମ ହେବା ବୋଲି ଆଶା କରାଯାଉଛି। ଉଭୟ ବିଜେପି ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାର ସମ୍ଭାବନା ରହିଛି। ଅନ୍ୟପଟେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ କାଉଣ୍ଟର କରିବାକୁ ରଣନୀତି ପ୍ରସ୍ତୁତ କରିବ।
from Odisha Reporter https://ift.tt/2OppnbE
No comments:
Post a Comment