ବିଧାୟକ ପଦରୁ ଇସ୍ତଫା ଦେଲେ କୃଷ୍ଣ ସଗରିଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 5, 2018

ବିଧାୟକ ପଦରୁ ଇସ୍ତଫା ଦେଲେ କୃଷ୍ଣ ସଗରିଆ

tyyyoooo

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି କୋରାପୁଟ ବିଧାୟକ ତଥା କଂଗ୍ରେସ ନେତା କୃଷ୍ଣଚନ୍ଦ୍ର ସଗରିଆ। ଆଜି ବାଚସ୍ପତିଙ୍କୁ ଭେଟି ସେ ତାଙ୍କ ଇସ୍ତଫା ପତ୍ର ଦେଇଛନ୍ତି। ଇସ୍ତଫା ଦେବା ନେଇ ଗତ ୩୦ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ ସୂଚନା ଦେଇଥିଲେ ସଗରିଆ।

ଇସ୍ତଫା ଦେବା ପରେ ସଗରିଆ କହିଛନ୍ତି, “ମୁଁ କଂଗ୍ରେସ ସହ ଅଛି, କଂଗ୍ରେସ ସହ ରହିବି।”

କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ଘଟଣାକୁ ନେଇ ସେ ଇସ୍ତଫା ଦେଇଥିବା ସେ କହିଛନ୍ତି। କୁନ୍ଦୁଲି ପୀଡ଼ିତାଙ୍କୁ ନ୍ୟାୟ ମିଳି ନଥିବାରୁ ବିବେକର ଡାକରାରେ ମୁଁ ଇସ୍ତଫା ଦେଉଛି ବୋଲି ସେ କହିଛନ୍ତି।



from Odisha Reporter https://ift.tt/2qwOfEM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages