ହକି ପାଇଁ ସରକାରୀ ଛୁଟି; ଅଫିସ୍‌, ଶିକ୍ଷାନୁଷ୍ଠାନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 26, 2018

ହକି ପାଇଁ ସରକାରୀ ଛୁଟି; ଅଫିସ୍‌, ଶିକ୍ଷାନୁଷ୍ଠାନ ବନ୍ଦ

hockey

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୁଷ ହକି ବିଶ୍ୱକପ୍ ପାଇଁ ସରକାର ଛୁଟି ଘୋଷଣା କରିଛନ୍ତି। ୨୭ ତାରିଖରେ ଭୁବନେଶ୍ୱରରେ ଉଦ୍‌ଘାଟନୀ ଉତ୍ସବ ହେବାକୁ ଥିବା ବେଳେ ଏହି ଦିନ ରାଜଧାନୀର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ସେହିପରି ଏହି ଦିନ ରାଜ୍ୟର ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଅପରାହ୍ନ ସାଢ଼େ ଗୋଟେରୁ ଛୁଟି ହୋଇଯିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ସାଢ଼େ ଗୋଟେରୁ ଛୁଟି ହୋଇଯିବ।

୨୮ ତାରିଖରେ କଟକରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ଏହି ଦିନ ସହରର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଅଫିସ୍‌ ସାଢ଼େ ଗୋଟେରୁ ବନ୍ଦ ରହିବ।

ହକି ଛୁଟି ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।



from Odisha Reporter https://ift.tt/2PRSDgW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages