କଟକ ବଡ଼ ଡାକ୍ତରଖାନାରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 21, 2018

କଟକ ବଡ଼ ଡାକ୍ତରଖାନାରେ ଅଗ୍ନିକାଣ୍ଡ

firemishap

କଟକ (ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନାର ଆଜି ଅଗ୍ନିକାଣ୍ଡ ଘଟିଛି। ଡାକ୍ତରଖାନାର ହେପାଟୋଲୋଜି ବିଭାଗରେ ନିଆଁ ଲାଗି ଯାଇଥିଲା। ଏସିରୁ ସର୍ଟ ସର୍କିଟ୍ ହୋଇ ନିଆଁ ଲାଗିଥିଲା ବୋଲି ଜଣାପଡ଼ିଛି। ତେବେ ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି ହୋଇନି। ସବୁ ରୋଗୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା।



from Odisha Reporter https://ift.tt/2DCwLiq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages