କ୍ରାଇମବ୍ରାଞ୍ଚ ପୁଣି ଫେଲ୍‌: ଦାଖଲ କରିପାରିଲାନି ଚାର୍ଜସିଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 11, 2018

କ୍ରାଇମବ୍ରାଞ୍ଚ ପୁଣି ଫେଲ୍‌: ଦାଖଲ କରିପାରିଲାନି ଚାର୍ଜସିଟ୍‌

Odisha-High-Court

କଟକ(ଓଡ଼ିଶା ରିପୋର୍ଟର): ଆଜି ବି ହାଇକୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରିଲାନି କ୍ରାଇମବ୍ରାଞ୍ଚ। ପୁଲିସ-ଓକିଲ ବିବାଦ ମାମଲାରେ ହାଇକୋର୍ଟରେ କ୍ରାଇମବ୍ରାଞ୍ଚ ଦାଖଲ କରିବାର ଥିଲା।

ଚାର୍ଜସିଟ୍ ଦାଖଲ ହୋଇପାରି ନ ଥିବାରୁ ମାମଲାର ଶୁଣାଣିକୁ ଆସନ୍ତାକାଲିକୁ ଘୁଞ୍ଚାଇ ଦିଆଯାଇଛି।

ଏହାସହ କନଷ୍ଟେବଲଙ୍କ ନିଲମ୍ବନ ପ୍ରତ୍ୟାହାର କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ବିବାଦୀୟ ସ୍ଥିତିକୁ ନେଇ ଆଲୋଚନା ପାଇଁ ଆଜି ଅପରାହ୍ନରେ ହାଇକୋର୍ଟ ବାର୍ ସାଧାରଣ ପରିଷଦ ବୈଠକ ଡାକିଛି।

ଗତ ୯ ତାରିଖରେ ମାମଲାର ଶୁଣାଣି ବେଳେ କ୍ରାଇମବ୍ରାଞ୍ଚ ଚାର୍ଜସିଟ ଦାଖଲ କରିବାକୁ ଥିଲା। ହେଲେ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍‌ ଦାଖଲ କରିପାରି ନଥିଲା। ଏଥିପାଇଁ ୬ ସପ୍ତାହ ସମୟ ମାଗିଥିଲା। ହେଲେ କୋର୍ଟ ଏହାକୁ ଅଗ୍ରାହ୍ୟ କରିଦେବା ସହ ଆଜି ସୁଦ୍ଧା ଚାର୍ଜସିଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ।



from Odisha Reporter https://ift.tt/2FfP0MX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages