୩୦ ନଭେମ୍ୱର, ଶୁକ୍ରବାର: ଏହି ରାଶିର ଲୋକେ ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 29, 2018

୩୦ ନଭେମ୍ୱର, ଶୁକ୍ରବାର: ଏହି ରାଶିର ଲୋକେ ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

Rasi-Fala

ମେଷ: ଅଳସୁଆ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ରହିବେ।

ବୃଷ: ଆତ୍ମବିଶ୍ୱାସ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: ନୂତନ ବ୍ୟବସାୟ କରିବାକୁ ଯୋଜନା କରିପାରନ୍ତି। ଚାକିରିଆଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହେବ। ଆୟ ଅନୁସାରେ ବ୍ୟୟ ବଢ଼ିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ: ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା: ଦିନଟି ଭଲରେ କଟିବ। ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା:ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ।

ଧନୁ: ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

ମକର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କୁମ୍ଭ: ଅଧିକ ପରିଶ୍ରମ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ବସ୍ତ୍ର ପରିଧାନ କରିପାରନ୍ତି।

ମୀନ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।



from Odisha Reporter https://ift.tt/2AxYqxD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages