ସିରିଜ୍ ଚୋରି; ୫ରୁ ଅଧିକ ଦୋକାନର ସଟର ଭାଙ୍ଗି ଲୁଟି ନେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 23, 2018

ସିରିଜ୍ ଚୋରି; ୫ରୁ ଅଧିକ ଦୋକାନର ସଟର ଭାଙ୍ଗି ଲୁଟି ନେଲେ

shop

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଖୋର୍ଦ୍ଧାରେ ମାତିଲେ ଲୁଟେରା। ଗତକାଲି ରାତିରେ ଖୋର୍ଦ୍ଧା ସହର ଭିତରେ ହୋଇଛି ସିରିଜ୍ ଚୋରି।

shop1ସଟର ତାଡ଼ି ୫ରୁ ଅଧିକ ଦୋକାନରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଟଙ୍କା ସହ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଛି।

ଗୋଟିଏ ରାତିରେ ଏକାଧିକ ଦୋକାନରୁ ଲୁଟ୍ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଖୋର୍ଦ୍ଧା ଟାଉନ୍ ଥାନା ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2TFMPp2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages