୨୪ ନଭେମ୍ୱର, ଶନିବାର: ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 23, 2018

୨୪ ନଭେମ୍ୱର, ଶନିବାର: ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ

Rasi-Fala

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ନଜର ରଖନ୍ତୁ।

ବୃଷ: ବ୍ୟବସାୟରେ ଲାଭ ମିଳିବ। ନୂତନ ପୋଷାକ କିଣି ପାରନ୍ତି। ବାଦ-ବିବାଦ ଭିତରେ ପଶନ୍ତୁ ନାହିଁ।

ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଧାର୍ମିକ କାର୍ଯ୍ୟରେ ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

କର୍କଟ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

ସିଂହ: ଶରୀର ଫୂର୍ତ୍ତି ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ଧାର୍ମିକ ସ୍ଥାନକୁ ଯାଇପାରନ୍ତି। ଅଯଥା ଯୁକ୍ତି କରନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ। ଅସୁସ୍ଥ ଅନୁଭବ କରିପାରନ୍ତି।

 ତୁଳା: ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।

 ବିଚ୍ଛା: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ମାନ-ସମ୍ମାନ ମିଳିବ।  ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

 ଧନୁ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ମକର: କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ନିବେଶରୁ ଲାଭ ପାଇବେ।  ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ନରେ କୌଣସି କଥାକୁ ନେଇ ଚିନ୍ତିତ ହୋଇପାରନ୍ତି।

ମୀନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

 



from Odisha Reporter https://ift.tt/2P0C6BV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages