ବିଶ୍ୱକପ୍‌ ହକି ପାଇଁ ଟିକେଟ୍ ବିକ୍ରି ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 4, 2018

ବିଶ୍ୱକପ୍‌ ହକି ପାଇଁ ଟିକେଟ୍ ବିକ୍ରି ଆରମ୍ଭ

vt

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶ୍ୱକପ୍ ହକି ପାଇଁ ଆଜିଠୁ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। କଳିଙ୍ଗ ଷ୍ଟାଡିୟମ୍‌ର ୯ ନମ୍ବର ଗେଟ୍ ନିକଟ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଦିନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଟିକେଟ୍ ବିକ୍ରି ଚାଲିବ।

ଭୁବନେଶ୍ୱରର ୧୮ଟି ସ୍ଥାନ ସହିତ ଓ କଟକରେ ଦୁଇଟି ଜାଗାରେ ବି ଟିକେଟ୍ ବିକ୍ରି ବ୍ୟବସ୍ଥା ହୋଇଛି।

ଲିଗ୍ ପର୍ଯ୍ୟାୟ ମ୍ୟାଚ୍ ଲାଗି ଟିକେଟର ମୂଲ୍ୟ ୧୦୦ ଓ ୨୦୦ ଟଙ୍କା ରହିଛି। ନକଆଉଟ୍, ସେମି ଫାଇନାଲ୍ ଓ ଫାଇନାଲ ମ୍ୟାଚ୍ ବେଳକୁ ଟିକେଟ୍ ମୂଲ୍ୟ ୫୦ ଟଙ୍କା ବୃଦ୍ଧି ପାଇବ ବୋଲି ସୂଚନା ମିଳିଛି।

ଟିକେଟ୍ କିଣିବାକୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।



from Odisha Reporter https://ift.tt/2AN0tzo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages