ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୩ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 18, 2018

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୩ ମୃତ

bus

ଟିଟିଲାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ ଲୁହୁରିପାଲିରେ ବସ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ରେ ବସିଥିବା ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ସଇଁତଳା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପରିଚୟ ମିଳିପାରି ନାହିଁ।

ବସ୍‌ଟି ଭବାନୀପାଟଣାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା।

ଗତକାଲି ବିଳମ୍ବିତ ଏହି ଦୁର୍ଘଟଣା ଘଟିଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2qSHBJi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages