୨୫ରେ ଓଡ଼ିଶା ପ୍ରଶାସନିକ ସେବା ପ୍ରିଲିମ୍ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 17, 2018

୨୫ରେ ଓଡ଼ିଶା ପ୍ରଶାସନିକ ସେବା ପ୍ରିଲିମ୍ ପରୀକ୍ଷା

Odisha-Secretariat-1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୨୫ତାରିଖରେ ଓଡ଼ିଶା ପ୍ରଶାସନିକ ସେବା(ପ୍ରିଲିମ୍) ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟର ୫ଟି ସହର ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁରର ୧୨୦ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୦୩୦୪ଜଣ ପ୍ରାର୍ଥୀ ପରୀକ୍ଷା ଦେବେ। ମୋଟ ୨୧୮ଟି ଓଏଏସ, ଓପିଏସ, ଓଏଫଏସ୍, ଓସିଏସ୍ , ଓଆରଏସ୍, ଓଟି ଆଣ୍ଡ ଏଏସ୍ ଓ ଓଇଏସ୍ ପଦବୀ ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହେବ।

ପରୀକ୍ଷାର୍ଥୀଙ୍କୁ ଉଭୟ ଅଫଲାଇନ୍ ଓ ଅନଲାଇନରେ ଆଡିମିଟ୍ କାର୍ଡ ଜାରି କରାଯିବ।ଏହି ୨୦୦ ମାର୍କର ପ୍ରିଲିମ୍ ପରୀକ୍ଷା ଦୁଇଟି ସିଟିଙ୍ଗରେ ହେବ। ଏଥିରେ ସର୍ବନିମ୍ନ ୩୩ ପ୍ରତିଶତ ମାର୍କ ରଖିଥିବା ପ୍ରାର୍ଥୀ ମେନ୍ ପରୀକ୍ଷା ଦେବାକୁ ଯୋଗ୍ୟ ବିବେଚିତ ହେବେ।



from Odisha Reporter https://ift.tt/2Kd6sQM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages