ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 30, 2018

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କଲେ ତଦନ୍ତ କମିଶନ। ମାମଲାର ତଦନ୍ତ କରୁଥିବା ଜଷ୍ଟିସ ରଘୁବୀର ଦାସ କମିଶନ ଆଜି ତାଙ୍କ ପୂର୍ଣ୍ଣାଙ୍ଗ ରିପୋର୍ଟ ଗୃହ ବିଭାଗକୁ ପ୍ରଦାନ କରିଛନ୍ତି। ତଦନ୍ତ କମିଶନଙ୍କ ସଚିବ ଗୃହ ବିଭାଗ ଅନୁ ସଚିବଙ୍କୁ ମୋଟ ୩୨୪ ପୃଷ୍ଠା ସମ୍ବଳିତ ବିସ୍ତୃତ ରିପୋର୍ଟ ପ୍ରଦାନ କରିଛନ୍ତି। ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହେବା ପରେ ଏହାର ତଦନ୍ତ ପାଇଁ ସରକାର ଜଷ୍ଟିସ ରଘୁବୀର ଦାସଙ୍କୁ ତଦନ୍ତ କମିଶନ ଭାବେ ନିଯୁକ୍ତ କରିଥିଲେ। ତଦନ୍ତ ବେଳେ ଜଷ୍ଟିସ ରଘୁବୀର ଦାସ କମିଶନ ଏ ମାମଲାରେ ବିଭିନ୍ନ ଲୋକଙ୍କଠାରୁ ସତ୍ୟପାଠ ଗ୍ରହଣ କରିଥିଲେ।



from Odisha Reporter https://ift.tt/2Q3LQku

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages