ମନ୍ଦିରରେ ପିଟି ଦେଲେ ବାଇକ୍‌: ଜଣେ ମୃତ, ଜଣେ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 12, 2018

ମନ୍ଦିରରେ ପିଟି ଦେଲେ ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

road..67

ଜଗତସିଂହପୁର (ଓଡ଼ିଶା ରିପୋର୍ଟର): ଜଗତସିଂହପୁର-କଟକ ରାସ୍ତାର ଅଥଙ୍ଗ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ବାଇକ୍‌ଟି ଭାରସାମ୍ୟ ହରାଇ ଏକ ମନ୍ଦିରରେ ପିଟି ହୋଇଯାଇଥିଲା।

ମୃତକ ହେଲେ ଜଗତସିଂହପୁର ଜିଲ୍ଲା କାଟସିଂହପୁରର ବିବେକାନନ୍ଦ ଦାସ ଓ ଆହତ ହେଲେ ଗଉଡ଼ୁଣି ପଡ଼ିଆ ଗାଁର ଜ୍ୟୋତିରଞ୍ଜନ ସାଠୁଆ। ଜ୍ୟୋତିଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଉଭୟ କଟକରୁ ଗାଁକୁ ଫେରୁଥିବା ବେଳେ ଦୁର୍ଘଟଣାଟି ଘଟିଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ମେଡିକାଲ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିବେକାନନ୍ଦଙ୍କ ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2QDV8j8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages