ଏକତରଫା ପ୍ରେମ ନିବେଦନରେ ଅତିଷ୍ଠ ହୋଇ ଝୁଲି ପଡ଼ିଲେ ଯୁବତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 27, 2018

ଏକତରଫା ପ୍ରେମ ନିବେଦନରେ ଅତିଷ୍ଠ ହୋଇ ଝୁଲି ପଡ଼ିଲେ ଯୁବତୀ

suicide

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଏକତରଫା ପ୍ରେମ ନିବେଦନରେ ଅତିଷ୍ଠ ହୋଇ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ାର ନିକିରାଇ ଥାନା ପଳକଣା ଗାଁରୁ ଆସିଛି ଏପରି ଅଭିଯୋଗ। ସୋମବାର ରାତିରେ ଯୁବତୀ ଜଣକ ପଙ୍ଖାରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ଅନୁଯାୟୀ, ଜଣେ ଯୁବକ ଯୁବତୀ ଜଣଙ୍କୁ ବାରମ୍ବାର ପ୍ରେମ ନିବେଦନ କରିବା ସହ ହଇରାଣ କରୁଥିଲା। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ଯୁବତୀ ଆତ୍ମହତ୍ୟା କରିଥିବା ଅଭଯୋଗ ହୋଇଛି।



from Odisha Reporter https://ift.tt/2Shwm96

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages