୧୭ ନଭେମ୍ୱର, ଶନିବାର: ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 16, 2018

୧୭ ନଭେମ୍ୱର, ଶନିବାର: ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ

Rasi-Fala

ମେଷ: ବନ୍ଧୁଙ୍କ ସହ ସମୟ ବିତାଇବେ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ।

ବୃଷ:  ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

କର୍କଟ:  ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କ ଆଶୀର୍ବାଦ ମିଳିବ।

ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ।  ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ତୁଳା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୌଦ୍ଧିକ ଚର୍ଚ୍ଚାରେ ସମୟ ବିତିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲରେ ରହିବ ନାହିଁ।

ଧନୁ:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି କ୍ଷେତ୍ରରେ ଅର୍ଥ ନିବେଶ କରିପାରନ୍ତି। ସୁସ୍ଥ ରହିବେ।

କୁମ୍ଭ: ମନ ପ୍ରଫୁଲ୍ଲିତ ରହିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ ହୋଇପାରେ।

ମୀନ:ଲୋଭ କରନ୍ତୁ ନାହିଁ। ମନ ବିଚଳିତ ରହିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।



from Odisha Reporter https://ift.tt/2Q0G2Hv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages