ଦୁଇ ଗୋଷ୍ଠୀ ଗଣ୍ଡଗୋଳରେ ଫସିଗଲେ ଡ୍ରାଇଭର, ଛେଚା ଖାଇଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 6, 2018

ଦୁଇ ଗୋଷ୍ଠୀ ଗଣ୍ଡଗୋଳରେ ଫସିଗଲେ ଡ୍ରାଇଭର, ଛେଚା ଖାଇଲେ

ddd

ଜଳେଶ୍ୱର(ଅଜିତ କୁମାର ଦାସ): ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ବେଳେ ଫସିଗଲେ ନିରୀହ ଡ୍ରାଇଭର। ଉତ୍ତ୍ୟକ୍ତ ଲୋକେ ଡ୍ରାଇଭରଙ୍କୁ ନିର୍ଧୁମ ଛେଚିଲେ।

ଘଟଣାଟି ଘଟିଛି ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ନିଧିବଣି ଛକରେ। ଆହତ ଡ୍ରାଇଭର ନାଁ ଅଚିନ୍ତ ମହାନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ରାତି ପ୍ରାୟ ସାଢ଼େ ୭ଟା ସମୟରେ କାଳିପପୂଜାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟ ଗଣ୍ଡଗୋଳ ଚାଲିଥିଲା। ଏହି ସମୟରେ ଅଚିନ୍ତ ଗାଡ଼ି ନେଇ ସେହି ରାସ୍ତା ଦେଇ ଆସୁଥିଲେ। ସାଇଟ୍ ମାଗିବାରୁ ଉତ୍ତ୍ୟକ୍ତ ଲୋକେ ତାଙ୍କୁ ମାଡ଼ ମାରିଥିଲେ।

ଏହି ଘଟଣାରେ ପୁଲିସ୍ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।



from Odisha Reporter https://ift.tt/2qxn4tC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages