୧୧ ନଭେମ୍ୱର, ରବିବାର: ଖୁସିରେ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 10, 2018

୧୧ ନଭେମ୍ୱର, ରବିବାର: ଖୁସିରେ ରହିବେ

Rasi-Fala

ମେଷ: ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବୃଷ: ଅସୁସ୍ଥ ଅନୁଭବ କରିବେ। ନୂତନ  କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଧ୍ୟାନ ରଖନ୍ତୁ। ଯୋଗ କରନ୍ତୁ।

ମିଥୁନ:  ଖୁସିରେ ରହିବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କର୍କଟ:  ଖର୍ଚ୍ଚ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକକାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ସିଂହ: ଶରୀର ସୁସ୍ଥ ରହିବ। ଖୁସି ଖବର ଶୁଣି ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ଚିନ୍ତିତ ରହିବେ।  ବୁଝିବିଚାରି କାର୍ଯ୍ୟ କରନ୍ତୁ । ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ଭାଇ-ଭଉଣୀଙ୍କ ମଧ୍ୟରେ  ସମ୍ପର୍କ ଭଲ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ହସ ଖୁସିର ପରିବେଶ ରହିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଛାତ୍ରଛାତ୍ରୀମାନେ ମନ ଦେଇ ପାଠ ପଢ଼ନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ। ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି।

କୁମ୍ଭ: ବ୍ୟବସାୟରେ ଲାଭ ମିଳିବ। ନୂତନ ଯାନବାହନ କିଣି ପାରନ୍ତି। ତରବର ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। କ୍ୟାରିୟରରେ ସଫଳତା ମିଳିବ।

ମୀନ: ମନ ପ୍ରଫୁଲ୍ଲିତ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।



from Odisha Reporter https://ift.tt/2T41KJw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages