ଆମ୍ବୁଲାନ୍ସ-ଅଟୋ ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 8, 2018

ଆମ୍ବୁଲାନ୍ସ-ଅଟୋ ମୁହାଁମୁହିଁ ଧକ୍କା

acccc9999

ଆନନ୍ଦପୁର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା କରଞ୍ଜିଆ ରାସ୍ତାର ଜାମୁନଣ୍ଡାରେ ଛକ ନିକଟରେ ଏକ ଅଟୋ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି।

ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୫ ଜଣଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଯାତ୍ରୀମାନେ ଅଟୋରେ ଯାତ୍ରା ଦେଖିବା ପାଇଁ କାଠକଟାରୁ ଠାକୁରମୁଣ୍ଡାକୁ ଯାଉଥିଲା ବେଳେ ଦୁର୍ଘଟଣା ଘଟିଥିଲା। ଅନ୍ୟପଟେ ଆମ୍ବୁଲାନ୍ସଟି ରୋଗୀଙ୍କୁ ଘରେ ଛାଡ଼ି ଫେରୁଥିଲା।



from Odisha Reporter https://ift.tt/2SXo3jR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages