ହାତୀ ଆକ୍ରମଣ: ଜଣେ ମୃତ, ଦୁଇ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 30, 2018

ହାତୀ ଆକ୍ରମଣ: ଜଣେ ମୃତ, ଦୁଇ ଆହତ

ବଣାଇ/ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ରାଜ୍ୟର ଦୁଇଟି ସ୍ଥାନରେ ହାତୀ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ବଣାଇର ତାମଡ଼ା ରେଞ୍ଜରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଲେଇବଗା ଗାଁର। ସକାଳେ ବାହାରକୁ ଯାଇଥିବା ବେଳେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ।

ସେହିପରି ଖୋର୍ଦ୍ଧା ଜିଲ୍ଲ ଟାଙ୍ଗୀର ଭୂଷଣ୍ଡପୁର ଷ୍ଟେସନ୍‌ ପାଖରେ ହାତୀ ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି। ଦୁହିଁଙ୍କୁ ଜିଲ୍ଲା ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଏକ ହାତୀପଲ ଭୂଷଣ୍ଡପୁର ଷ୍ଟେସନ୍ ଅଞ୍ଚଳକୁ ଆସିଥିଲେ। ସେହି ପଲରୁ ଗୋଟିଏ ହାତୀ ଜନବସତିକୁ ପଶି ଆସି ଆତଙ୍କ ଖେଳାଇଛି।



from Odisha Reporter https://ift.tt/2P90Kk0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages