ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ନାବାଳିକାଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 11, 2018

ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ନାବାଳିକାଙ୍କ ଜୀବନ

ଯାଜପୁର(ଗୁଲାମ୍ ଗସ୍‌): ଚାଲିଗଲା ଦୁଇ ନାବାଳିକାଙ୍କ ଜୀବନ। ଗାଁ ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ। ମୃତକ ହେଲେ ଯାଜପୁର ଜିଲ୍ଲା କୁଆଖିଆ ଥାନା ନଠୁଆବର ପଞ୍ଚାୟତର କୁରକୁରା ଗ୍ରାମର ବିପିନ ସ୍ୱାଇଁଙ୍କ ଝିଅ ରୋସନୀ (୫ )ଓ ହୃଷୀକେଶ ସ୍ୱାଇଁଙ୍କ ଝିଅ  ସଂଗୀତା (୬)।

ଉଭୟେ ଆଜି ସକାଳୁ ଗାଁ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ଥିଲେ। ପରେ ଗାଁ ଲୋକେ ସେମାନଙ୍କୁ ଉଦ୍ଧାର କରି ଯାଜପୁର ମେଡିକାଲ ନେଇଥିଲେ । ହେଲେ ଡାକ୍ତର ସେଠାରେ ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ ।



from Odisha Reporter https://ift.tt/2z0VidK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages