୧୮ ନଭେମ୍ୱର, ରବିବାର: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 17, 2018

୧୮ ନଭେମ୍ୱର, ରବିବାର: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ

Rasi-Fala

ମେଷ: ଶରୀର ସୁସ୍ଥ ରହିବ। ଖୁସି ଖବର ଶୁଣି ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବୃଷ: ବ୍ୟବସାୟରେ ଲାଭ ମିଳିବ। ନୂତନ ଯାନବାହନ କିଣି ପାରନ୍ତି। ତରବର ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମିଥୁନ: ଚିନ୍ତିତ ରହିବେ।  ବୁଝିବିଚାରି କାର୍ଯ୍ୟ କରନ୍ତୁ । ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:  ମନ ପ୍ରଫୁଲ୍ଲିତ ରହିବ। ଘରେ ଧାର୍ମିକ କାର୍ଯ୍ୟର ଆୟୋଜନ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ମଧ୍ୟାହ୍ନ ପରେ ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ନକାରାତ୍ମକ  ଚିନ୍ତା ଠାରୁ  ଦୂରେଇ ରୁହନ୍ତୁ। କ୍ୟାରିଅରରେ ସଫଳତା ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଯଶ ବୃଦ୍ଧି ହେବ।  ପରିବାରରେ ହସଖୁସିର ବାତାବରଣ ରହିବ।

ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି।

ବିଚ୍ଛା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ନୂତନ ବସ୍ତ୍ର କିଣିପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି।

ଧନୁ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମକର: ଦିନଟି ଭଲରେ କଟିବ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ହୋଇପାରେ। ଭାଗ୍ୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ସାକ୍ଷାତକରି ଆନନ୍ଦିତ ହେବେ।

କୁମ୍ଭ: ଧନପ୍ରାପ୍ତିର  ଯୋଗ ରହିଛି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମୀନ: ଋଣ ଦିଅନ୍ତୁ ନାହିଁ। କାର୍ଯ୍ୟରେ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଉପହାର ମିଳିବ।



from Odisha Reporter https://ift.tt/2RWU1vl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages