ଭୁଶୁଡ଼ିଗଲା ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 2, 2018

ଭୁଶୁଡ଼ିଗଲା ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଅଘଟଣ। ଏକ ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ପଡ଼ିବାରୁ ତିନି ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ଶ୍ରମିକ।

ବରମୁଣ୍ଡା ସ୍ଥିତ ପାଇକ ନଗର ଏ ଅଘଟଣ ଘଟିଛି। ଡ୍ରେନ୍‌ ଖୋଳା ଯାଉଥିବା ବେଳେ ପାଉଁରୁଟି ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ପଡ଼ିଥିଲା।

ଆହତ ଶ୍ରମିକମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।



from Odisha Reporter https://ift.tt/2yNaLhf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages