ଶିକାରୀ ଗୁଳିରେ ଜଣେ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 20, 2018

ଶିକାରୀ ଗୁଳିରେ ଜଣେ ଆହତ

tyuuuu

ବାରିପଦା(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ଅଡାପାଇ ଜଙ୍ଗଲରେ ଜଣେ ଶିକାରୀର ଗୁଳିମାଡ଼ରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି।  ଆହତ ଯୁବକଙ୍କ ନାଁ ପାତ୍ରାସ୍ ଆଳିଆ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଜଙ୍ଗଲରେ ବାରହା ଶିକାର ପାଇଁ ଅଭିଯୁକ୍ତ ଜଣକ ଗୁଳି ଚଲାଇଥିଲେ। ଭୁଲ ବଶତଃ ଗୁଳିଟି ପାତ୍ରାସଙ୍କ ଉପରେ ବାଜିଥିଲା ବୋଲି ସେ କହିଛନ୍ତି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି  ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2PCcf8F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages