ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ହାତ ଓ ଗୋଡ଼ରେ ଲାଗିଛି ଆଘାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 4, 2018

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ହାତ ଓ ଗୋଡ଼ରେ ଲାଗିଛି ଆଘାତ

dead

ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ଯାମଦା ଥାନା ଅନ୍ତର୍ଗତ ମାଟିଆଳି ଗାଁ ନିକଟ ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ।
ମହିଳାଙ୍କ ଗୋଟିଏ ହାତ ଓ ଗୋଡ଼ରେ ଅଘାତ ଲାଗିଛି। ଶବକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।  ଯାମଦା ପୁଲିସ୍‌ ହତ୍ୟା ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2Rz88Xg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages