୩୧ ଡିସେମ୍ୱର, ସୋମବାର:ଅଧିକ ପରିଶ୍ରମ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 30, 2018

୩୧ ଡିସେମ୍ୱର, ସୋମବାର:ଅଧିକ ପରିଶ୍ରମ କରିବେ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1

ମେଷ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସହକର୍ମୀଙ୍କ ସହଯୋଗ ମିଳିବ।

ମିଥୁନ:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ସ୍ୱାସ୍ଥ୍ୟ ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ସିଂହ:କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଭାଗ୍ୟ ବୃଦ୍ଧି ହେବ।

କନ୍ୟା:ପରିବାରରେ ହସଖୁସିର ପରିବେଶ ରହିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ।

ତୁଳା: ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବିଚ୍ଛା: ଚିନ୍ତିତ ରହିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଆୟ ବୃଦ୍ଧି ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ମକର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

କୁମ୍ଭ: ଅଳସୁଆ ଅନୁଭବ କରିବେ। ଅଧିକ ପରିଶ୍ରମ କରିବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମୀନ:ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲି-ମକଦ୍ଦମାରେ ବିଜୟୀ ହେବ।



from Odisha Reporter http://bit.ly/2EZgWDA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages