କାଳୀ ମନ୍ଦିରରେ ବୁଲାଇଲେ କଳାକନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 18, 2018

କାଳୀ ମନ୍ଦିରରେ ବୁଲାଇଲେ କଳାକନା

temple

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି ହୋଇଛି। ଗତକାଲି ରାତିରେ ଏହି ଚୋରି ହୋଇଥିବା କୁହାଯାଉଥିବା ବେଳେ ଆଜି ସକାଳେ ଘଟଣା ସଂପର୍କରେ ଜଣାପଡ଼ିଥିଲା।

ଚୋରମାନେ ମନ୍ଦିରର ତାଲା ଭାଙ୍ଗି ଦେବୀଙ୍କ ଗହଣା ସହିତ ବାସନ ନେଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ୨୦ ଭରି ସୁନା ଗହଣା ଚୋରି ହୋଇଛି। ଚୋରି ହୋଇଥିବା ବାସନର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ।

ଖାଲି ଗହଣା ଓ ବାସନ ନେଇ ନାହାନ୍ତି, ତା’ ସହିତ ମନ୍ଦିରରେ ଥିବା ଦାନ ବାକ୍ସକୁ ଭାଙ୍ଗି ସେଥିରୁ ବି ଟଙ୍କା ଲୁଟି ନେଇଛନ୍ତି।

ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତନାଘନା କରିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter https://ift.tt/2A5nBbz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages