ଲ୍ୟାମ୍ପସ୍‌ ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 10, 2018

ଲ୍ୟାମ୍ପସ୍‌ ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

vigi.jpg788

ଉମରକୋଟ(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝରିଗାଁ ଲ୍ୟାମ୍ପସ୍‌ ସୁପରଭାଇଜର ଗୟାରାମ ମାଠିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି।

ଗୟାରାମଙ୍କ ୪ଟି ଘର, ପେଟ୍ରୋଲ ପମ୍ପ, ଗ୍ୟାସ୍ ଏଜେନ୍ସି ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ଶେଷ ଖବର ସୁଦ୍ଧା ଚାରିଜଣ ଡିଏସ୍‌ପି ଓ ଛଅ ଜଣ ଇନ୍ସପେକ୍ଟର, ଅନ୍ୟ ଷ୍ଟାପ୍‌ଙ୍କ ମିଳିତ ସହଯୋଗରେ ଏହି ଚଢ଼ାଉ କରାଯାଇଛି।

 



from Odisha Reporter https://ift.tt/2UyQCVG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages