ଘର ସହ ଜିଅନ୍ତା ଜଳିଗଲେ ସୁଜାତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 1, 2018

ଘର ସହ ଜିଅନ୍ତା ଜଳିଗଲେ ସୁଜାତା

ଯାଜପୁର(ଗୁଲାମ୍‌ ଗଜ୍‌):ଏମିତି ବି ସମୟ ଆସେ। ଏମିତି ବି ମୃତ୍ୟୁ ଆସେ। ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଗୁହାଳି ଗ୍ରାମରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ବଖରା ଘର ଜଳିଯାଇଛି। ଏଥିରେ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକ ହେଲେ ସୁଜାତା ସାମଲ (୪୨)। ସୁଜାତା ଆଜି ଦିନ ସାଢେ ଗୋଟାଏ ସମୟରେ  ଘରେ ରୋଷେଇ କରୁଥିବା ବେଳେ ଆକସ୍ମିକଭାବେ ଅଗ୍ନିକାଣ୍ଡ ଘଟିଥିଲା ।

ଫଳରେ ନିଆଁରେ ପୋଡିଯାଇ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଦମକଳବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ସେତେବେଳକୁ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା । ପୁଲିସ ଘଟଣା ସ୍ଥଳରେ ପହଁଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇ ଘଟଣାର ତଦନ୍ତ କରୁଛି ।

ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିବାବେଳେ ବିଦ୍ୟୁତ୍‌ ସଟସର୍କିଟ ଯୋଗୁଁ ଏଭଳି ଘଟଣା ଘଟି ଥାଇପାରେ ବୋଲି ଅନୁମାନ କରାଯାଉଛି।



from Odisha Reporter https://ift.tt/2FPPjhy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages