ମାର୍ଚ୍ଚ ୭ରୁ ଯୁକ୍ତ ୨ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 13, 2018

ମାର୍ଚ୍ଚ ୭ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୭ ତାରିଖରୁ ସାରା ରାଜ୍ୟରେ ହେବ +୨ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହା ପ୍ରକାଶ କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ହେବ। ମାର୍ଚ୍ଚ ୮ରୁ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ।

ମାର୍ଚ୍ଚ ୭ ତାରିଖରୁ ଥିଓରୀ ପରୀକ୍ଷା ହେବ। ମାର୍ଚ୍ଚ ୩୦ ଯାଏ ଚାଲିବ। ଥିଓରୀ ପରୀକ୍ଷା ପୂର୍ବରୁ ପ୍ରାକ୍ଟିକାଲ୍‌ ଓ ପ୍ରୋଜେକ୍ଟ ପରୀକ୍ଷା କରାଯିବ। ଜାନୁୟାରୀ ୨୮ରୁ ଫେବୃୟାରୀ ୮ ଯାଏ ପ୍ରାକ୍ଟିକାଲ୍‌ ଓ ପ୍ରୋଜେକ୍ଟ ପରୀକ୍ଷା କରାଯିବ।



from Odisha Reporter https://ift.tt/2LdoqU2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages