ଅଭିଜିତ ଆୟର ମିତ୍ରଙ୍କୁ ଜାମିନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 6, 2018

ଅଭିଜିତ ଆୟର ମିତ୍ରଙ୍କୁ ଜାମିନ୍‌

abhijit

ପୁରୀ (ଓଡ଼ିଶା ରିପୋର୍ଟର): ଓଡ଼ିଶା ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇ ଜେଲ ଯାଇଥିବା ଦିଲ୍ଲୀର ସାମ୍ବାଦିକ ଅଭିଜିତ୍ ଆୟର ମିତ୍ରଙ୍କୁ ଜାମିନ୍‌ ମିଳିଛି। କୋଣାର୍କ JMFC ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଭବିଷ୍ୟତରେ ଓଡ଼ିଶା ପ୍ରତି ଆଉ ଅରୁଚିକର ମନ୍ତବ୍ୟ ନଦେବା ଓ ୨୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଏହି ଜାମିନ ମିଳିଛି।

ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗିବାକୁ ଓଡ଼ିଶା ଆସି ବିଧାନସଭା ଗୃହ କମିଟି ଆଗରେ ହାଜର ହେବା ପରେ ଅଭିଜିତ ଆୟର ମିତ୍ରଙ୍କୁ ଶହୀଦ ନଗର ଥାନା ପୁଲିସ ଗିରଫ କରିଥିଲା। ପରେ ଜାମିନ ନମିଳିବାରୁ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଥିଲା।

ପୂର୍ବରୁ ଓଡ଼ିଶା ପ୍ରତି ଅରୁଚିକର ମନ୍ତବ୍ୟ ନେଇ ଅଭିଜିତଙ୍କ ବିରୋଧରେ ଭୁବନେଶ୍ୱର ଶହୀଦ ନଗର ଓ କୋଣାର୍କ ଥାନାରେ ମାମଲା ରୁଜୁ ହୋଇଥିଲା।



from Odisha Reporter https://ift.tt/2QjZUGr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages