୨୩ ଡିସେମ୍ୱର, ମଙ୍ଗଳବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 24, 2018

୨୩ ଡିସେମ୍ୱର, ମଙ୍ଗଳବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

Rasi-Fala-2-1-1-3-2-1-2-1-2-1-1-3-3-1

ମେଷ:  ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାନସିକ ବ୍ୟଗ୍ରତା ଦୂର କରିବା ପାଇଁ ଯୋଗ କରନ୍ତୁ । କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ବନ୍ଧୁଙ୍କ ସହ ସମୟ ବିତାଇବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

କର୍କଟ: ଘରକୁ ଅତିଥି ଆସିପାରନ୍ତି। ଦିନଟି ଭଲରେ କଟିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ସିଂହ: ମାଲିମକଦ୍ଦମାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ମାନ-ସମ୍ମାନ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣିପାରନ୍ତି। ଯାନବାହନ ସୁଖ ମିଳିବ।

କୁମ୍ଭ: ମନ ବିଚଳିତ ରହିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖୁସି ଖବର ଶୁଣି ପାରନ୍ତି।

ମୀନ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।



from Odisha Reporter http://bit.ly/2SllMOz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages