୩ ଡିସେମ୍ୱର, ସୋମବାର: ମନ ବିଚଳିତ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 2, 2018

୩ ଡିସେମ୍ୱର, ସୋମବାର: ମନ ବିଚଳିତ ରହିବ

Rasi-Fala-

ମେଷ: ଘରେ ହସଖୁସିର ବାତାବରଣ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣି ପାରନ୍ତି।

ବୃଷ: ଖର୍ଚ୍ଚ ବଢ଼ିବ। ଚିନ୍ତିତ ରହିବେ। ମଧ୍ୟାହ୍ନ ପରେ ମନ ପ୍ରଫୁଲ୍ଲିତ ରହିବ। ସୁସ୍ଥ ରହିବେ।

ମିଥୁନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ସିଂହ: ମିଠା କଥା କହି ଲୋକଙ୍କ ମନ ଜିତିବେ। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଧନପ୍ରାପ୍ତି ଯୋଗ ରହିଛି।

ତୁଳା: ଶରୀରର ଯତ୍ନ ନିଅନ୍ତୁ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ଅନ୍ୟଙ୍କୁ ସାହାଯ୍ୟ କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ଧନୁ: ମନ ବିଚଳିତ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ରହିବେ। ମାନ-ସମ୍ମାନ ମିଳିବ।

ମକର: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।

ମୀନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।

 



from Odisha Reporter https://ift.tt/2QBQaa8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages