ପିକ୍‌ନିକ୍‌ ସାରି ଫେରୁଥିବା ବେଳେ ଓଲଟିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 9, 2018

ପିକ୍‌ନିକ୍‌ ସାରି ଫେରୁଥିବା ବେଳେ ଓଲଟିଲା ବସ୍‌

tyyyy6777788

କାମାକ୍ଷାନଗର(ରାକେଶ ଦେହୁରୀ): ପିକ୍‌ସାରି ଫେରୁଥିବା ବେଳେ ଓଲଟି ପଡ଼ିଲା ବସ୍‌।  ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଖଇରାମୁଣ୍ଡା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା।

ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ବିଲକୁ ଓଲଟି ପଡ଼ିଛି। ଏଥିରେ ୧୫ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ତାଳଚେରର ମଣ୍ଡାପାଳ ଡାକ୍ତରଖାନା ଓ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବାଲେଶ୍ୱରରୁ ପିକ୍‌ନିକ୍ ସାରି ଅନୁଗୋଳ ଫେରୁଥିବା ବେଳେ ଆଜି ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିଲେ।

ଡ୍ରାଇଭର ଶୋଇପଡ଼ିବାରୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।



from Odisha Reporter https://ift.tt/2ElP3FD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages