ଓଲଟିପଡ଼ିଲା ବସ୍‌, ୧୨ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 28, 2018

ଓଲଟିପଡ଼ିଲା ବସ୍‌, ୧୨ ଆହତ

ରାଇରଙ୍ଗପୁର (ରାଜେଶ ଶର୍ମା): କଲିକତାରୁ କେନ୍ଦୁଝର ଆସୁଥିବା ‘ଅଗ୍ରୱାଲା’ ବସ୍‌ ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା କଟାସ ନିକଟରେ ଏନ୍‌ଏଚ୍‌-୪୯ ଉପରେ ଓଲଟି ପଡ଼ିଛି। ଫଳରେ ୧୨ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବିଶୋଇ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ବ୍ରେକ୍‌ ଫେଲ୍‌ ଯୋଗୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

ସୂଚନାରୁ ପ୍ରକାଶ, ନିର୍ଦ୍ଧାରିତ ସମୟରେ ବସ୍‌ଟି କଲିକତା ଛାଡ଼ିଥିଲା। ସେଥିରେ ୫୦ ଜଣ ଯାତ୍ରୀ ଥିଲେ।



from Odisha Reporter http://bit.ly/2EP0BRf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages