ଅବସରପ୍ରାପ୍ତ ପୁଲିସ୍‌ ଅଧିକାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 8, 2018

ଅବସରପ୍ରାପ୍ତ ପୁଲିସ୍‌ ଅଧିକାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

death

ଉମରକୋଟ (ଓଡ଼ିଶା ରିପୋର୍ଟର): ଜଣେ ଅବସରପ୍ରାପ୍ତ ପୁଲିସ୍‌ ଅଧିକାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପ୍ରେମଚାନ୍ଦ ବାଗ୍‌ (୬୨)। ଘଟଣା ଘଟିଛି ନବରଙ୍ଗପୁର ସହରରେ।

ପ୍ରେମଚାନ୍ଦ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ସେନାପତି ସାହିରେ ରହୁଥିଲେ।

ପ୍ରେମଚାନ୍ଦ ଜଣେ ଅବସରପ୍ରାପ୍ତ ଅତିରିକ୍ତ ସବ୍‌ ଇନ୍ସପେକ୍ଟର ବୋଲି ନବରଙ୍ଗପୁର ଥାନା ଅଧିକାରୀ ସୂଚନା ଦେଇଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।



from Odisha Reporter https://ift.tt/2SCiHtc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages