୧୪ ଡିସେମ୍ୱର, ଶୁକ୍ରବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 13, 2018

୧୪ ଡିସେମ୍ୱର, ଶୁକ୍ରବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

Rasi-Fala

ମେଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବୃଦ୍ଧି ହେବ।

ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧୈର୍ଯ୍ୟ ରଖନ୍ତୁ, ନିଶ୍ଚୟ ସଫଳତା ମିଳିବ। ପଦୋନ୍ନତି ଯୋଗ ରହିଛି।

ମିଥୁନ: ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅପରାହ୍ନ ପରେ ଅସୁସ୍ଥ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି।

କନ୍ୟା: କୌଣସି କାରଣରୁ ଚିନ୍ତିତ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇ ପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ଧାର୍ମିକ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ମକର:ପରିବାରରେ ହସଖୁସିର ବାତାବରଣ ରହିବ। ଋଣ କରନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କୁମ୍ଭ: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମାଲି-ମକଦ୍ଦମାରେ ବିଜୟୀ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: ଖର୍ଚ୍ଚ ବଢ଼ିବ। ବିବାହ ସ୍ଥିର ହୋଇପାରେ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

 

 



from Odisha Reporter https://ift.tt/2zZ95lp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages