ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ହୀରାଖଣ୍ଡ ଏକ୍ସପ୍ରେସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 24, 2018

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ହୀରାଖଣ୍ଡ ଏକ୍ସପ୍ରେସ୍‌

train

ରାୟଗଡ଼ା(ମନୋଜ ପାତ୍ର): ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି ହୀରାଖଣ୍ଡ ଏକ୍ସପ୍ରେସ। ରେଳ ଧାରଣାରେ ଫାଟ ଜଣାପଡ଼ିବା ପରେ ଟ୍ରେନ୍‌ଟିକୁ ସିଙ୍ଗାପୁର ରୋଡ଼ ଷ୍ଟେସନରେ ଅଟକା ଯାଇଥିଲା। ମରାମତି ପରେ ପ୍ରାୟ ଘଣ୍ଟାଏ ବିଳମ୍ବରେ ଟ୍ରେନଟି ଜଗଦଲପୁର ଅଭିମୁଖେ ଯାତ୍ରା କରିଛି।

ରାୟଗଡ଼ା ଜିଲ୍ଲା ସିଙ୍ଗାପୁର ରୋଡ଼ ଷ୍ଟେସନ ପାଖରେ ରେଳ ଧାରଣାରେ ଫାଟ ହୋଇଥିଲା। ଟ୍ରାକ୍ ପାଖରେ ଥିବା ସିଗନାଲ ମ୍ୟାନ୍‌ ଏହା ଦେଖି ଷ୍ଟେସନ ମାଷ୍ଟରକୁ ସୂଚନା ଦେଇଥିଲେ। ଏହାପରେ ଷ୍ଟେସନ ମାଷ୍ଟର ଟ୍ରେନ୍‌ଟିକୁ ଅଟକାଇଥିଲେ।

ଏହା ମଣିଷ କୃତ କି ନୁହେଁ ଜଣାପଡ଼ିନାହିଁ। ତେବେ ଶୀତ ଦିନରେ ରେଳ ଧାରଣାରେ ଫାଟ ସୃଷ୍ଟି ହୋଇଥାଏ ବୋଲି ଷ୍ଟେସନ ମାଷ୍ଟର କହିଛନ୍ତି।

 

 



from Odisha Reporter http://bit.ly/2EPfFiC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages