ବଲାଙ୍ଗିର ଆସିବେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 27, 2018

ବଲାଙ୍ଗିର ଆସିବେ ପ୍ରଧାନମନ୍ତ୍ରୀ

modi

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଜାନୁଆରୀ ୧୬ ତାରିଖରେ ବଲାଙ୍ଗିର ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ସେ ଏକ ସ୍ୱାଭିମାନ ସମାବେଶରେ ଯୋଗ ଦେବେ।

ପ୍ରଧାନମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ନେଇ ବିଜେପିର ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ତେବେ ବଲାଙ୍ଗିରକୁ ଆସିବା ପୂର୍ବରୁ ମୋଦି ଆଉ ଥରେ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ଜାନୁଆରୀ ୫ ତାରିଖରେ ସେ ବାରିପଦାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଡିସେମ୍ବର ୨୪ ତାରିଖ ମଧ୍ୟ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଥିଲେ। ଏହି ଗସ୍ତ ବେଳେ ସେ ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ।



from Odisha Reporter http://bit.ly/2EPBjmI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages